Masthead

ଅସହ୍ୟ ତାତି, ୬ ଜିଲ୍ଲାକୁ ହିଟ ୱେଭ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜାରି ରହିଛି ପ୍ରଖର ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧାରୁ ଅଧିକ ସହର । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୬ ଜିଲ୍ଲାକୁ ହିଟୱେଭ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ସୋନପୁର, ବୌଦ୍ଧ ଏବଂ ଦେବଗଡ ଜିଲ୍ଲା ବେଶୀ ଉତ୍ତପ୍ତ ରହିବ । ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି । ଅଂଶୁଘାତ ମୁକାବିଲା ନେଇ ଆବଶ୍ୟକ ପଦକ୍ଷେପ ନେବା ସହ ଲୋକଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ କାଲିଠୁ ତାତିରେ ଲାଗିବ ବ୍ରେକ୍ । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଗରମ ଶୁଷ୍କ ବାୟୁର ପ୍ରଭାବ କମିଛି। ଏହାସହ ଏକ ନିମ୍ନ ଚାପରେଖା ସୃଷ୍ଟି ହୋଇଛି । ପ୍ରଭାବରେ ତାତିରେ ବ୍ରେକ୍ ଲାଗିବା ସହ ପୁଣି କାଳବୈଶାଖୀ ବର୍ଷା ଜାରି ରହିବ । ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିପାଇଁ ୨୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ