Masthead

୩ରୁ ୪ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଚଳିତ ବର୍ଷ ସ୍ୱାଭାବିକ ବର୍ଷା ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିବା ପରେ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି । କିନ୍ତୁ ଆସନ୍ତା ୩ ଦିନ ପାଇଁ ପାଣିପାଗ ବିଭାଗ ହିଟ ୱେଭ ଆଲର୍ଟ ଜାରି କରିଥିବାରୁ ଲୋକେ ଛାନିଆ ହୋଇପଡ଼ିଛନ୍ତି । ଆଞ୍ଚଳିକ ପାଣିପାଗ ବିଭାଗ କହିଛି ୩ ଦିନ ପାଇଁ କିଛି ଜିଲ୍ଲାରେ ପ୍ରଚଣ୍ଡ ଖରା ଅନୁଭୂତ ହେବ । ୧୩, ୧୪ ଓ ୧୫ ତାରିଖରେ ହିଟ ୱେଭ ପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ଏହି ସମୟ ମଧ୍ୟରେ ରାଜ୍ୟର କିଛି ଆଭ୍ୟନ୍ତରିଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ । ଜରୁରୀ କାମ ନଥିଲେ ବାହାରକୁ ନଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ