Masthead

୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆକାଶରୁ ବର୍ଷୁଛି ନିଆଁ ।  ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ । ୧୮ ତାରିଖ ସୁଦ୍ଧା ପହଞ୍ଚିବ ୪୫ ଡିଗ୍ରୀ ସେଲସିୟସ୍ ପହଞ୍ଚିବ । ମଝିରେ ମଝିରେ କାଳବୈଶାଖୀ ବର୍ଷା ହୋଇପାରେ । ବଡ଼ ବର୍ଷା ସମ୍ଭାବନା ଏବେ କମ୍ । ଗୁରୁବାର ଟିଟିଲାଗଡ଼ ପହଞ୍ଚିଗଲା ୪୩.୭ ଡିଗ୍ରୀରେ । ଝାରସୁଗୁଡ଼ା ବି ୪୩.୬ ଡିଗ୍ରୀ ଛୁଇଁଥିଲା ।

୧୪ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ଥିଲା । ସେଥିମଧ୍ୟରୁ ସମ୍ବଲପୁର ୪୨.୨, ହୀରାକୁଦ ୪୨.୨, ଭବାନୀପାଟଣା ୪୨.୫, ବଲାଙ୍ଗୀର ୪୨.୨ ତାତିରେ ଛଟପଟ ହୋଇଥିଲା । ଉପକୂଳରେ ପାରଦ ୩୫-୩୬ ଡିଗ୍ରୀ ରହିଥିଲେ ବି ଗୁଳୁଗୁଳି ପ୍ରକୋପ ଅସହ୍ୟ ହୋଇଛି । ଆସନ୍ତା ଦୁଇଦିନ ରାଜ୍ୟର ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ସମଗ୍ର ଉପକୂଳ ଓଡ଼ିଶାରେ ଏବେ ଗୁଳୁଗୁଳିରୁ ନିସ୍ତାର ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ