Masthead

ଓଡ଼ିଶାରେ ଉପରମୁହାଁ ହେଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଉପରମୁହାଁ ହେଲା ପାରଦ । ଆଗାମୀ ୪ଦିନ ମଧ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ତାତି ଅସମ୍ଭାଳ ହେବ। ଚଳିତ ସପ୍ତାହରେ ଅଧିକାଂଶ ଅଞ୍ଚଳରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ। ରାଜଧାନୀ ଭୁବନେଶ୍ବର ସମେତ ଅନୁଗୁଳ, ସୋନୁପୁର, ବୌଦ୍ଧ, ଟିଟିଲାଗଡ, ବଲାଙ୍ଗୀର, ସମ୍ବଲପୁର, ତାଳଚେର, ଚାନ୍ଦବାଲି, ମାଲକାନଗିରିରେ ତାପମାତ୍ରା ୩୮ ରୁ ୪୨ ଡିଗ୍ରୀ ପର୍ୟ୍ୟନ୍ତ ଛୁଇଁପାରେ।

ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଏବଂ ରେଡ ଆଲର୍ଟ ଜାରି କରାଯାଇଛି । ଗତବର୍ଷ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଥିବାରୁ ତାତି ବିଳମ୍ବରେ ବଢିଥିଲା । କିନ୍ତୁ ଚଳିତ ବର୍ଷ ପଶ୍ଚିମା ଝଡ଼ର ପ୍ରଭାବ ନଥିବାରୁ ଗତ ନଭେମ୍ବର ମାସରୁ ଗାଏବ ହୋଇଯାଇଛି ବର୍ଷା । ଫଳରେ ତାତି ବଢିବା ସହ ଫେବୃଆରୀ ମାସରୁ ଝାଞ୍ଜି ପବନ ବହିବା ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ