Masthead

ଗ୍ରାହକଙ୍କୁ ଲୁଟୁଛନ୍ତି ସୁନା ଦୋକାନୀ, ୫ମାସରେ ଗ୍ରାହକଙ୍କୁ ଠକିଛନ୍ତି ୧୧୬ ବ୍ୟବସାୟୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗ୍ରାହକଙ୍କୁ ସୁନା ମାନ, ମାପ ଓଜନରେ ଠକୁଛନ୍ତି ସୁନା ଦୋକାନୀ । ରଣେନ୍ଦ୍ର ସ୍ବାଇଁଙ୍କ ପ୍ରଶ୍ନରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଉତ୍ତର । ୫ ମାସରେ ୧୧୬ ସୁନା ବ୍ୟବସାୟୀଙ୍କ ନାଁରେ ମାମଲା ହୋଇଛି । ଗ୍ରାହକଙ୍କୁ ଠକିଥିବା ଅଭିଯୋଗରେ ମାମଲା କରିଛି ବିଭାଗ ।୫ ମାସରେ ୩୧୨୫ ରେଡ୍ କରିଛି ଖାଉଟି କଲ୍ୟାଣ ବିଭାଗ । ରେଡ୍ ବେଳେ ୧୧୬ ସୁନା ବ୍ୟବସାୟୀ ଧରାପଡ଼ିଛନ୍ତି । ୩ ଲକ୍ଷ ୧୩ ହଜାର ୮୦୦ ଟଙ୍କାର ଫାଇନ୍ ଆଦାୟ କରାଯାଇଛି । ଗଞ୍ଜାମ, ଖୋର୍ଦ୍ଧା, କଟକ ଜିଲ୍ଲାରେ ଗ୍ରାହକ ସର୍ବାଧିକ ଠକେଇର ଶିକାର । ଗତବର୍ଷ ୪୯୫ ସୁନା ବ୍ୟବସାୟୀ ଧରାପଡ଼ିଥିବା କହିଲେ ମନ୍ତ୍ରୀ । ୧୫ ଲକ୍ଷ ୩୦ ହଜାର ଟଙ୍କା ଜରିମାନା ଆଦାୟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି