ବର୍ଷା ଆସିଲାନି, ତାତି କମୁନି

ଭୁବନେଶ୍ୱର: ପାଣିପାଗ ବିଭାଗ କହିତିଲା 16ରୁ ବର୍ଷା ସମ୍ଭାବନା । ତେବେ ବର୍ଷା ଆସିଲାନାହିଁ । ଫଳରେ ରାଜ୍ୟରେ ତାତି କମିବା ନାଁ ଧରୁନାହିଁ । ସୋମବାର ବାରିପଦାରେ ତାପମାତ୍ରା ପୁଣି 44 ଡିଗ୍ରୀ ପାର୍ ହୋଇଥିଲା । ସେହିଭଳି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଡହଡହ ଖରା । ଦିନ 10ଟା ପରେ ଘରୁ ବାହାରିବା ମୁସ୍କିଲ । ତେବେ ଏଭଳି ସ୍ଥିତିରେ ପୂର୍ବ ନିଷ୍ପତ୍ତି ଅନୁସାରେ ସ୍କୁଲ କିନ୍ତୁ ଖୋଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’