Masthead

ତତଲା କଡ଼େଇରେ ଭାଜି ହେଉଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ତାପମାତ୍ରା । ତତଲା କଡେଇରେ ଭାଜି ହେଉଛି ସାରା ଓଡ଼ିଶା । ଆଜି ପାଇଁ ୬ଜିଲ୍ଲାକୁ ହିଟୱେଭ ଜାରି କରାଯାଇଛି । ରାଜ୍ୟରେ ସକାଳ ୮ରୁ ନିଆଁ ବର୍ଷା ହେଉଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାକୁ ହିଟୱେଭ ଜାରି କରାଯାଇଛି। ୨୧ ପରେ ତାତି କମିବ । କାଳବୈଶାଖୀ ପ୍ରଭାବରେ ୨୧ରୁ ୨୩ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସହରର ତାପମାତ୍ରା ୨ରୁ ୪ ଡିଗ୍ରୀ କମିପାରେ । ୨୧ ତାରିଖରେ ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ