Masthead

ମଣିପୁରରେ ଥମୁନି ହିଂସା, ୩ ଜଣଙ୍କୁ ହତ୍ୟା

ମଣିପୁର (ବଡ଼ ଖବର ବ୍ୟୁରୋ): ବିଷ୍ଣୁପୁର ଜିଲ୍ଲାରେ ୩ ଜଣଙ୍କୁ ହତ୍ୟା । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ବେଳେ ୩ ଜଣଙ୍କୁ ହତ୍ୟା । ଅନେକ ଘରେ ନିଆଁ ଲଗାଇ ଜାଳିଦେଲେ ଉପଦ୍ରପକାରୀ । ଏଯାବତ ମଣିପୁର ହିଂସାରେ ୧୬୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଆହତ ହୋଇଛନ୍ତି ।ମଣିପୁରରେ ହିଂସା ଥମିବାର ନାଁ ନେଉ ନାହିଁ । ଏହି ହିଂସାପରେ ସ୍ଥିତି ଖରାପ ହେବାରେ ଲାଗିଛି । ଶନିବାର ସକାଳୁ ବିଷ୍ଣୁପୁରର କ୍ୱାକଟା ଅଂଚଳରେ ଜବରଦସ୍ତ ଫାଇରିଂଗ ଲାଗି ରହିଛି । ପୋଲିସ ମଧ୍ୟ ଏହାର ଜବାବ ଦେଉଛି । ଏହି ଫାଇରିଂଗ କୁକି ପାହାଡି ଅଂଚଳରୁ ହେଉଛି । ପାହାଡି ଅଂଚଳରେ ବମ୍ ଓ ଡ୍ରୋନ ଦ୍ୱାରା ଆକ୍ରମଣ ମଧ୍ୟ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ