Masthead

ରାଜ୍ୟରେ ଘନ କୁହୁଡି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଘନ କୁହୁଡିର ଆସ୍ତରଣ । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡିର ଚାଦର ଦେଖିବାକୁ ମିଳିଛି । କୁହୁଡି ଯୋଗୁଁ ରାସ୍ତାରେ ଗାଡି ମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି । ଆହୁରି ୨ଦିନ ଘନ କୁହୁଡି ଲାଗି ରହିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ଶୀତର ପ୍ରକୋପ ଟିକେ କମିଥିବା ବେଳେ ଆସନ୍ତା ୧୭ ତାରିଖ ପରେ ରାଜ୍ୟରେ ପୁଣି ଥରେ ଶୀତ ଆରମ୍ଭ ହେବ ବୋଲି କହିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର