Masthead

ଟ୍ୱିନ୍ ସିଟିରେ ଘନ କୁହୁଡିର ଆସ୍ତରଣ , ୧୦୦ ମିଟର ଦୂରକୁ ଦେଖିବା ବି କଷ୍ଟକର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟ୍ୱିନ୍ ସିଟିରେ ଘନ କୁହୁଡି ପାଇଁ ଦିଶୁନି ମୁହଁକୁ ମୁହଁ । ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ସେହିପରି ପୁରୀରେ ମଧ୍ୟ ଘନ କହୁଡ଼ି ଦୃଶ୍ୟମାନ ହୋଇଛି। କହୁଡ଼ି ଯୋଗୁ ଗାଡ଼ିଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା