Masthead

ତାତିରେ ସିଜୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିିଛି ତାତି । ୧୭ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି । ରାଜ୍ୟର ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୟାଗଡ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ହିଟ ୱେଭ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟର ସର୍ବଚ୍ଚୋ ତାପମାତ୍ରା ଭୁବନେଶ୍ୱର ଠାରେ ୪୩.୨ଡିଗ୍ରୀ ରେକର୍ଡ କରାଯାଇଛି ।

ଏଥିସହ ବାରିପଦା, ଟିଟଲାଗଡ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ ହୋଇଛି । ତେବେ ୨୯ ତାରିଖରୁ ଉପକୂଳ ସଂଲଗ୍ନ ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା କମିବା ବେଳେ ପଶ୍ଚିମ ଓଡିଶାରେ କେତେକ ସ୍ଥାନରେ ୪୨ ଡିଗ୍ରୀରୁ ଅଧିକ ରହିବ । ଏପ୍ରିଲ ୩୦ରୁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ