Masthead

ତାତିରେ ସିଜୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢିବାରେ ଲାଗିିଛି ତାତି । ୧୭ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି । ରାଜ୍ୟର ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନୟାଗଡ, କଟକ, ଖୋର୍ଦ୍ଧା ଜିଲ୍ଲାକୁ ହିଟ ୱେଭ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ରାଜ୍ୟର ସର୍ବଚ୍ଚୋ ତାପମାତ୍ରା ଭୁବନେଶ୍ୱର ଠାରେ ୪୩.୨ଡିଗ୍ରୀ ରେକର୍ଡ କରାଯାଇଛି ।

ଏଥିସହ ବାରିପଦା, ଟିଟଲାଗଡ ଓ ବୌଦ୍ଧରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ ହୋଇଛି । ତେବେ ୨୯ ତାରିଖରୁ ଉପକୂଳ ସଂଲଗ୍ନ ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା କମିବା ବେଳେ ପଶ୍ଚିମ ଓଡିଶାରେ କେତେକ ସ୍ଥାନରେ ୪୨ ଡିଗ୍ରୀରୁ ଅଧିକ ରହିବ । ଏପ୍ରିଲ ୩୦ରୁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ