Masthead

ଜଳୁଛି ରାଜଧାନୀ ଭୁବନେଶ୍ବର; ୪୪ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ।ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ୪୪ ଡିଗ୍ରୀ ଛୁଇଁଲା ତାପମାତ୍ରା । ସର୍ବାଧିକ ତାପମାତ୍ରା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଜି ତାପମାତ୍ରା ଆହୁରି ବଢ଼ିବା ନେଇ ଆଶଙ୍କା କରୁଛି ପାଣିପାଗ ବିଭାଗ । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୪୫ଡିଗ୍ରୀ ପହଞ୍ଚିବ ବୋଲି ପାଣିପାଗ ବିଜ୍ଞାନୀ ମାନେ ଅନୁମାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା