Masthead

୫ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ । ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ସମ୍ବଲପୁରରେ ବର୍ଷା । ଆସନ୍ତାକାଲି ଉତ୍ତର ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ମଙ୍ଗଳବାର ଜଗସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ