Masthead

ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

ନର୍ଲା (ବଡ଼ ଖବର ବ୍ୟୁରୋ): ଦୁଇ ଦିନ ହେଲା ରାଜ୍ୟର କିଛି ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହି ଥିବା ବେଳେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ରେ ୨୪ ଘଣ୍ଟା ଧରି ଲଗାଣ ବର୍ଷା ହେବା ଫଳରେ ବିଭିନ୍ନ ଖାଲୁଆ ଅଞ୍ଚଳରେ ପାଣି ଜମିବା ସହିତ ଅନେକ ସ୍ଥାନରେ ଲୋକେ ଜଳ ବନ୍ଦୀ ଭାବେ ଜୀବନ ବିତାଉ ଥିବା ଦେଖି ବାକୁ ମିଳିଛି। ଲାଞ୍ଜିଗଡ଼ ବିଭିନ୍ନ ସ୍ଥାନରେ ଗଛ ପଡିବା ସହିତ ପିଡବ୍ଲ୍ୟୁଡି ରାସ୍ତାରେ ଘାଇ ହେବା ଫଳରେ ଗମନା ଗମନ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି।

ରାସ୍ତା ଉପରେ ୩ ରୁ ୪ ଫୁଟର ପାଣି ଜମି ରହିବା ଯୋଗୁଁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଥିବା ନଜର କୁ ଆସିଛି। ପାଣି ପାଗ ସୂଚନା କୁ ଦେଖି ଲୋକେ ଭୟ ଓ ଆଶଙ୍କାରେ ଅଛନ୍ତି। ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେବା ଜରୁରୀ ହୋଇ ପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ