ରାଜଧାନୀରେ ପ୍ରବଳ ପବନ ଓ ବର୍ଷା

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ପ୍ରବଳ ପବନ ଓ ବର୍ଷା । ଅପରାହ୍ନରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଦେଖିବାକୁ ମିଳିଛି । ଅନେକ ସ୍ଥାନରେ ଜୋର୍ ପବନ ଓ ଅଳ୍ପ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ ଅଧ୍ଖଳ ସମୟ ବର୍ଷା ହୋଇଥିଲା । ତେବେ ବର୍ଷା ହେବା ସହ ରାଜଧାନୀ ଭୁବନେଶ୍ୱରର ପୁରୁଣା ଦୁର୍ଦ୍ଦଶା ପୁଣି ସାମ୍ନାକୁ ଆସିଥିଲା । ଇସ୍କନ ମନ୍ଦିର ସମ୍ମୁଖରେ ଜଳନିଷ୍କାସନ ହୋଇପାରି ନ ଥିଲା । ସବୁବର୍ଷ ଭଳି ପାଣିରେ କାର୍ ଫସିଯିବା ଦୃଶ୍ୟ ସାମ୍ନାକୁ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!