Masthead

୪୮ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୪୮ ଘଣ୍ଟା ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ । ତା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ ଆକଳନ ହେଉଛି, ୩୧ ତାରିଖ ପରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା କମିବ।

କେବଳ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ମୌସୁମୀ ବର୍ଷା ହେବ । ତେବେ ଏଥର ୧୫ ତାରିଖ ଯାଏ ଓଡ଼ିଶାରେ ମୌସୁମୀ ଦୁର୍ବଳ ରହିବ। ପ୍ରଥମ ୧୦ ଦିନରେ ଉପକୂଳ ଓ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟରେ ହାରାହାରି ୪୦ ମିମି ଓ ୧୧ରୁ ୧୫ ତାରିଖ ମଧ୍ୟରେ ୨୦ ମିମି ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି