୫ ଦିନ ଯାଏ ପ୍ରବଳ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ପାଣିପାଗ ବିଭାଗ ଆକଳନ କରିଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହାବାଦ୍ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ଆଶଙ୍କା ମଧ୍ୟ ରହିଛି ।

୨୩ ଓ ୨୪ ତାରିଖରେ ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ୨୫ରେ ଅଧିକ ବର୍ଷା ହୋଇପାରେ । ୨୫ ଓ ୨୬ରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା ରହିଛି। ତେବେ ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଦିଆଯାଇ ନ ଥିବାବେଳେ ପ୍ରବଳ ବର୍ଷା ପାଇଁ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ