Masthead

୨୩ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ