Masthead

୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ନିମ୍ନ ମୌସୁମୀ । ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୯ ଜିଲ୍ଲା ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’