Masthead

ହିମାଚଳରେ ବାଦଲ ଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବର୍ଷା ସହ ବରଫପାତ । ହିମାଚଳ ପ୍ରଦେଶରେ ଆଜି ବାଦଲଫଟା ବର୍ଷା ହେବାରୁ ସାଧାରଣ ଜୀବନଯାତ୍ରା ଠପ୍ ହୋଇଯାଇଛି । ସାଜୁଲି ଅଞ୍ଚଳରେ ଏକ ୫ମହଲା ଘର ଭୁଶୁଡି ପଡିଛି । ସେହିପରି ରାଜ୍ୟର ଅନେକ ଜିଲ୍ଲାରେ ବହୁ କ୍ଷୟକ୍ଷତି ହେବା ସହ ନଦୀରେ ବନ୍ୟା ଆସିଛି ।

ତେଣେ ଉତ୍ତରାଖଣ୍ଡରେ ବରଫପାତ ହେବାରୁ ଗୁରୁତର ସମସ୍ୟା ସୃଷ୍ଟି କରିଛି । ବରଫପାତ ଓ ବର୍ଷା ଯୋଗୁଁ ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ତାପମାତ୍ର ବହୁ ତଳକୁ ଖସିଆସିଛି । ଉତ୍ତରାଖଣ୍ଡର ବଦ୍ରିନାଥ, ଘଙ୍ଗାରିଆ, ମାନୋ, ଚମେଲି ଜିଲ୍ଲାରେ ବରଫପାତ ହେବାରୁ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା