Masthead

ଉତ୍ତର ଭାରତରେ ଜଳପ୍ରଳୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତର ଭାରତରେ ଜଳପ୍ରଳୟ । ପ୍ରବଳ ବର୍ଷା କାରଣରୁ କାଶ୍ମୀରଠୁ ଦିଲ୍ଲୀ ଯାଏ ବିଭିନ୍ନ ଅଞ୍ଚଳ ପାଣିରେ ବୁଡ଼ି ରହିଛି । ପ୍ରକୃତିର ପ୍ରକୋପ ଏତେ ଯେ କେଉଁଠି ପାଣିରେ ପୋଲି ଭାଷିଗଲାଣିତ ତ ଆଉ କେଉଁଠି କାର ଭାସି ଯାଇଛି । ତେବେ ବର୍ଷା ଏବଂ ଜଳବନ୍ଦୀ ସମସ୍ୟାକୁ ଦେଖି ଗୁରୁଗ୍ରାମ ଏବଂ ନୋଏଡାର ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ପାଣିପାଗ ବିଭାଗ ତରଫରୁ କିଛି ଅଞ୍ଚଳରେ ଅରେଞ୍ଜ ୱାଣ୍ଣିଂ ଜାରି କରାଯାଇଛି । ରାଜଧାନୀ ଦିଲ୍ଲୀ ସହିତ ଉତ୍ତର ଏବଂ ଉତ୍ତର-ପଶ୍ଚିମ ଭାରତରେ ବର୍ଷା ଫଳରେ ଅନେକ ଅଞ୍ଚଳରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ