Masthead

ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ।

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଦୁଇ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା । ଆଇଏମଡ଼ିର ସୂଚନା ଅନୁସାରେ ଦକ୍ଷିଣ ବାଂଲାଦେଶରେ ଏକ ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୂମାନ କରାଯାଇଛି । ଏହି ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୩୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

କେନ୍ଦୁଝର, ନୂଆପଡ଼ା, ମୟୂରଭଞ୍ଜ, କଳାହାଣ୍ଡି ଏବଂ ବଲାଙ୍ଗିର ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହ ଉପକୂଳ ଓଡ଼ିଶାର ୧୫ଟି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସହ ପବନ ବହିବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ବାସିନ୍ଦା ମାନଙ୍କୁ ସତର୍କ ରହିବାକୁ ସୂଚନା ଦେବ ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ