Masthead

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳ ମୁହାଁ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିପରି ପ୍ରବଳ ବର୍ଷା ପାଇଁ୯ଟି ଜିଲ୍ଳାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଦିଆଯାଇଛି ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରାୟ ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା