Masthead

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗରମ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି । ବର୍ଷାରେ ଭିଜିଛି ଟ୍ୱିନ୍ ସିଟି । ସକାଳୁ ସକାଳୁ ତୁହାକୁ ତୁହା ବର୍ଷାରେ ଭିଜିଛି ଭୁବନେଶ୍ୱର ଏବଂ କଟକ । ଉଭୟ ସହରର କିଛି ସ୍ଥାନରେ ବର୍ଷା ସହ ପବନ ହୋଇଛି । ସକାଳୁ ଭୁବନେଶ୍ବରରେ ପ୍ରବଳ ବର୍ଷା ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ସତର୍କ ସୂଚନା ଜାରି କରାଯାଇଛି ।

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ପ୍ରବଳ ପବନ ହେବାର ସମ୍ଭାବନା ରହିଛି। ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ଝଡ଼ପବନ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- କେନ୍ଦୁଝର ଓ ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି । ବାକି ୨୩ ଜିଲ୍ଲାକୁ ୟେଲୋ ଆଲର୍ଟରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ