Masthead

ପ୍ରବଳ ବର୍ଷା ଏହି ସବୁ ଜିଲାକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।

ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସେପଟେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଟୁଇନ୍‌ ସିଟିରେ ବି ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ପାଇଁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ବିଭିନ୍ନ ତଳିଆ ସ୍ଥାନରେ ଜମିଲା ପାଣି, ଜଳବନ୍ଦୀ ସ୍ଥିତି । ରାଜଧାନୀର ଅନେକ ସ୍ଥାନରେ ଟ୍ରାଫିକ୍ ଜାମ୍‌, ଲୋକେ ହନ୍ତସନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା