Masthead

ଆଜିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷିବ । ୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।  ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ । ଉତ୍ତର ଉପକୂଳରେ ହେବ ଅତି ପ୍ରବଳ ବର୍ଷା ।  ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ ବର୍ଷା ।

୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ୨୬ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ଫଳରେ ଆଜିଠୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆଗକୁ ଦୁର୍ଗାପୂଜା ଆସୁଥିବାରୁ ବର୍ଷା ଏଥର ଦଶହରା ମଉଜକୁ ଫିକା କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା