Masthead

ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଜାରି ରହିବ ବର୍ଷା । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ସକାଳ ଯାଏଁ ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାକୁ ସତର୍କ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଅଗଷ୍ଟ ୧ ସକାଳ ଯାଏଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଛି । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁରକୁ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ଗୁଡ଼ିକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟ ବିଭିନ୍ନ ଜିଲ୍ଲାରେ ଜାରି ରହିବ ପ୍ରବଳ ବର୍ଷା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ଟି ସ୍ଥାନରେ ୧୦୦ ମି.ମି.ରୁ ଅଧିକ ବୃଷ୍ଟିପାତ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ