Masthead

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୫ଟି ଜିଲ୍ଲାରେ ପ୍ରବଳ ବର୍ଷା  । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭଦ୍ରକ, ଯାଜପୁର, ବାଲେଶ୍ବର, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି