Masthead

ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୫ଟି ଜିଲ୍ଲାରେ ପ୍ରବଳ ବର୍ଷା  । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି । ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭଦ୍ରକ, ଯାଜପୁର, ବାଲେଶ୍ବର, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’