Masthead

୨୬ରୁ ସାରା ରାଜ୍ୟରେ ପ୍ରବଳ ବର୍ଷା !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷିବ, ପ୍ରବଳ ଛେଚିବ । ସେପ୍ଟେମ୍ବରରେ ଖାଲି ବର୍ଷା ହିଁ ବର୍ଷା । ଆଗକୁ ଆସୁଛି ବଡ଼ ବର୍ଷା । ୨୬ରୁ ସାରା ରାଜ୍ୟରେ ଜୋରଦାର ବର୍ଷା । ଆସନ୍ତା ୧୫ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଘୁର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ । ଏହାର ପ୍ରଭାବରେ ୨୬ ତାରିଖରୁ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୧ ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୁଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼