Masthead

ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା

୨୭ ଓ ୨୮ ତାରିଖରେ ଓଡ଼ିଶାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୭ ଓ ୨୮ ତାରିଖରେ ଓଡ଼ିଶାରେ ହୋଇପାରେ ପ୍ରବଳରୁ ପ୍ରବଳ ବର୍ଷା ।୨୭ରେ ବଙ୍ଗପସାଗରରେ ସୃଷ୍ଟି ହେବ ଲଗୁଚାପ । ପଶ୍ଚିମ କେନ୍ଦ୍ରିୟ ଓ ତାର ପାଶ୍ୱର୍ପତି ଉତ୍ତର ବଙ୍ଗପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ଲଘୁଚାପ ହେବାର ଦୁିଇ ଦିନ ଭିତରେ ଅଧିକ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶାରେ ଏହାର ବିଶେଷ ପ୍ରଭାବ ରହିବ ବୋଲି କୁହାଯାଇଛି । ଏହି ବର୍ଷା ମୌସୁମୀର ଗତି କୁ ସକ୍ରିୟ କରିବ ।

ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଛୁଇଁବ କେରଳ । ବିଜୁଳି, ଘଡଘଡି, ବର୍ଷା ପାଇଁ ଆଗାମି ୨୪ ଘଣ୍ଟାରେ ୨୬ ଜିଲ୍ଲାରେ ୟେଲ ୱାନିଂ ଜାରି ହୋଇଛି । ଆସନ୍ତା ୭ ଦିନ ପର୍ଯ୍ୟନ୍ତ ସମସ୍ତ ରାଜ୍ୟରେ କାଳବୌଶାଖିର ପ୍ରଭାବ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ