Masthead

ଲଗାଣ ବର୍ଷା: ସୋର- ଔପଦାକୁ ଯେଗାଯୋଗ ବିଛିନ୍ନ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ଲଗାଣ ବର୍ଷାରେ ସୋରରୁ ଔପଦା କୁ ଯୋଗାଯୋଗ ହେଉଥିବା ରାସ୍ତା ବୁଦାଖୁଣ୍ଟା ନିକଟରେ ୧୫ଫୁଟର ଘାଇ ସୃଷ୍ଟି ହୋଇ ଯୋଗାଯୋଗ ବିଛିନ୍ନ ହୋଇଛି । ପ୍ରବଳ ବର୍ଷା ଯୋଗୁଁ କେନାଲ ପାଣି ବଢିବାରେ ଲାଗିଛି ଫଳରେ ବଡ ଘାଇ ସୃଷ୍ଟି ହୋଇଛି ।ଏହି ରାସ୍ତା ଦେଇ ଆମ୍ବୁଲାନ୍ସ ମଧ୍ୟ ଫେରି ଯାଉଥିବା ଚିତ୍ର ସାମ୍ନାକୁ ଆସିଥିବା ବେଳେ ଚାଷ ଜମି ପାଣି ଘେରରେ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ