Masthead

୭ ରୁ ୯ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୭ ରୁ ୯ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୩ ଜିଲ୍ଲାରେ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କୋରାପୁଟ. ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବର୍ଷା ହୋଇପାରେ ।

୭ ତାରିଖ ଦିନଠାରୁ ବର୍ଷାର ବିସ୍ତୃତି ଓ ପରିମାଣ ବୃଦ୍ଧି ପାଇବ । ସେ ଦିନ ଉତ୍ତରଉପକୂଳ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷିବ। ସେହିଭଳି ୮ ଏବଂ ୯ ତାରିଖ ଦିନ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା