Masthead

ଦୁଇଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଜି ଏହା ଗଭୀର ଅବପାତର ରୂପ ନେବ । ଏହା ପ୍ରଭାବରେ ବଢିବ ବର୍ଷାର ପରିମାଣ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ।

୨୯ ତାରିଖ ଯାଏଁ ଲାଗି ରହିବ ବର୍ଷା । ଏଥିପାଇଁ ଆଜି ୫ଟି ଜିଲ୍ଲାକୁ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୭ଟି ଜିଲ୍ଲାକୁ ୟୋଲେୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ନଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼