Masthead

ଉତ୍ତରପ୍ରଦେଶରେ ବାଦଲଫଟା ବର୍ଷା

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ବାଦଲଫଟା ବର୍ଷା ହେବାରୁ ଉତ୍ତରପ୍ରଦେଶରେ ପ୍ରବାହିତ ଅନେକ ନଦୀରେ ଆସିଛି ପ୍ରବଳ ବନ୍ୟା । ଗୁରୁବାର ରାତିରେ କୁସିନଗର ଜିଲ୍ଲାରେ ୧୦୦ରୁ ୧୫୦ ଲୋକ ଡଙ୍ଗାରେ ନଦୀପାର ହେଉଥିଲେ । ମଝିନଦୀରେ ଡଙ୍ଗର ଇଞ୍ଜିନ୍ ଫେଲ ହୋଇଯାଇଥିଲା । ଏ ସମ୍ପର୍କରେ ଖବର ପାଇଥିଲା ଏନ୍ଡିଆରଏପ୍ । ଏନ୍ଡିଆରଏଫର ଏକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଫସିରହିଥିବା ଲୋକମାନଙ୍କୁ ଉଦ୍ଧାର କରିଛି । ଏନଡିଆରଏଫ ପକ୍ଷରୁ କୁହାଯାଇଛି ରାତି ୧୧ଟାରେ ଖବର ମିଳିଥିଲା ।

ତୁରନ୍ତ ଉଦ୍ଧାରକାର୍ୟ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ୩୦ରୁ ୪୦ ଲୋକଙ୍କୁ ଦେଶୀ ଡଙ୍ଗାରେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଯନ୍ତ୍ରଚାଳିତ ଡଙ୍ଗାରେ ଉଦ୍ଧାର କରାଯାଇଥିଲା । ଏହି ଘଟଣାରେ କାହାରି ମୃତ୍ୟୁ ହୋଇନଥିବା ଏନ୍ଡିଆରଏଫ ସ୍ପଷ୍ଟ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା