ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା: ୩ମୃତ

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା । ୩ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ସେହିପରି ୪ଜଣ ଏପର୍ଯ୍ୟନ୍ତ ନିଖୋଜ ରହିଛନ୍ତି । ଏମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି । ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ଦୁଇଜଣ ମହିଳା ରହିଥିବା ବେଳେ ଏକ ୬ବର୍ଷର ଶିଶୁ ମଧ୍ୟ ରହିଛି । ତେବେ ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ହୋଇ ବହୁ କ୍ଷୟକ୍ଷତି ହୋଇଛି । ବହୁ ଘର ପାଣି ମଧ୍ୟରେ ବୁଡ଼ି ରହିଥିବା ବେଳେ ଅନେକ ସ୍ଥାନରେ ପାଣି ମଧ୍ୟ ଜମି ରହିଛି । ପାଣି ଜମି ରହିଥିବା କାରଣରୁ ଯାତାୟାତରେ ମଧ୍ୟ ବାଧା ଉପୁଜିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’