Masthead

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା, ୨ ମୃତ

ଉତ୍ତରାଖଣ୍ଡ (ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ।  ଧାରଚୁଲା ଜିଲ୍ଲାର ଜୁମ୍ମା ଗାଁ ଓ ତପୋବନ ଇଲାକାରେ ବାଦଲ ଫାଟିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ୫ଜଣ ମାଟିତଳେ ଚାପିହୋଇଯାଇଥିବା ସୂଚନା ମିଳିଛି । ଏହି ବର୍ଷାରେ ଘର ଭାଙ୍ଗିଯିବା ସହ ଅନେକ କ୍ଷୟକ୍ଷତି ହୋଇଛି ।

ଉଦ୍ଧାରକାରୀ ଦଳ ସେଠାରେ ପହଂଚି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରୁଛନ୍ତି । ପ୍ରବଳ ବର୍ଷା ଯୋଗୁଁ ତପୋବନ ଇଲାକାରେ କୃତ୍ରିମ ହ୍ରଦ ସୃଷ୍ଟି ହୋଇଛି । ଧାରଚୁଲା ଅଂଚଳରେ ଏବେ ବିପଦ ବଢିବାରେ ଲାଗିଛି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ