Masthead

ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ରାଜ୍ୟରେ ପ୍ରବଳ ବର୍ଷାର ପୂର୍ବାନୁମାନ । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଜୁଳି , ଘଡଘଡି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ଯାହା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କିନ୍ତୁ ଆଜି ୭ଟି ଜିଲ୍ଲାକୁ ଅରେଞ୍ଜ୍ ଓର୍ଣ୍ଣି ଜାରି କରାଯାଇଛି । ପ୍ରବଳ ବିଜୁଳି ଘଡ ଘଡି ସହ ପବନର ବେଗ ୫୦ ରୁ ୬୦ କିଲୋମିଟର ବେଗରେ ବହିପାରେ ।

ଜିଲ୍ଲା ଗୁଡିକ ମଧ୍ୟରୁ କୋରାପୁଟ,ରାୟଗଡା,ଗଜପତି,ଗଞ୍ଜାମ , ସୁନ୍ଦରଗଡ କେନ୍ଦୁଝର, ଏବଂ ମୟୂରଭଞ୍ଜ ଏହି ୭ଟି ଜିଲ୍ଲା କୁ ଅରେଞ୍ଜ୍ ଓର୍ଣ୍ଣି ଜାରି କରାଯାଉଛି ଆଞ୍ଚଳିକ ପାଣିପାଗ ବିଜ୍ଞନ କେନ୍ଦ୍ର ପକ୍ଷରୁ । ସୂଚନା ଅନୁସାରେ ୨୩ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ ରହିଛି । ଉତ୍ତର ବଙ୍ଗୋପସାଗର ଓ ସଂମଗ୍ନ ଓଡିଶା ଉପକୂଳରେ ସୃଷ୍ଟି ଆଶଙ୍କା । ଆସନ୍ତା ୨୪-୨୫ ତାରିଖ ଆଡକୁ ଲଘୁଚାପ ସମ୍ଭାବନା ରହିଛି । ଏହା ସହ ବିଜୁଳି ଘଡ ଘଡିର ମଧ୍ୟ ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞନ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଗରମ ଗୁଳୁଗୁଳି ମଧ୍ୟ ଜାରି ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ