Masthead

ପ୍ରବଳ ବର୍ଷା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସୁଛି ପ୍ରବଳ ବର୍ଷା । ସେପ୍ଟେମ୍ବରରେ ଖାଲି ବର୍ଷା ହିଁ ବର୍ଷା । ୨୬ରୁ ସାରା ରାଜ୍ୟରେ ଜୋରଦାର ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ସୋମବାର ଗାଂଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଗାମଙ୍ଗେୟ ପଶ୍ଚିମବଙ୍ଗର ଦକ୍ଷିଣ ତଥା ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ରାଜ୍ୟରେ  ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦ୍ରର ସୂଚନା ମୁତାବକ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା