Masthead

ସିକିମରେ ଭୟଙ୍କର ତୁଷାରପାତ

ସିକିମ (ବଡ଼ ଖବର ବ୍ୟୁରୋ): ସିକିମରେ ଭୟଙ୍କର ତୁଷାରପାତ । ସିକିମର ଛାଙ୍ଗୁରୋଡଠାରୁ ୧୭ ମାଇଲ ଦୂର ନାଥୁଲା ପାସରେ ଫସି ରହିଥିବା ପର୍ଯ୍ୟଟକଙ୍କ ମଧ୍ୟରୁ ୬ଜଣଙ୍କ ମୃତୁ୍ୟ ହୋଇଛି । ଏମାନଙ୍କ ମଧ୍ୟରେ ଜଣେ ମହିଳା ଓ ଶିଶୁ ଅଛନ୍ତି । ଏବେ ଫସିରହିଥିବା ୨୫ରୁ ୩୦ ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ଚାଲିଛି ଜୋରଦାର ପ୍ରୟାସ ।

ଦୀର୍ଘ ଦେଢଘଣ୍ଟା ପରେ ଜଣେ ମହିଳା ପର୍ଯ୍ୟଟକଙ୍କୁ ବିଏସଏଫ ଯବାନମାନେ ଉଦ୍ଧାର କରିଛନ୍ତି । ରାସ୍ତାରୁ ବରଫ ସଫା ହେବା ପରେ ଅଟକି ରହିଥିବା ୮୦ଟି ଗାଡିରେ ୩୫୦ ପର୍ଯ୍ୟଟକ ଆଗକୁ ନଯାଇ ପଛକୁ ଫେରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ