Masthead

ବଢୁଛି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଛି ଦିନ ପରେ ରାଜ୍ୟରେ ପୁଣି ବଢିଛି ତାତି । ଅନେକ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ ହୋଇଛି । ୧୫ ଦିନର ବ୍ୟବଧାନ ପରେ ରାଜଧାନୀରେ ପୁଣି ଥରେ ତାପମାତ୍ରା ୪୦ଡିଗ୍ରୀ ଛୁଇଁଛି । ରବିବାର ଭୁବନେଶ୍ୱର ଓ ବାରିପଦା ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି ।

ଏଥିସହ କଟକ, ଅନୁଗୁଳ, ମାଲକାନାଗିରି ଓ ବୈଦ୍ଧରେ ତାପମାତ୍ରା ୩୯ଡିଗ୍ରୀ ଅତିକ୍ରମ କରିଛି । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ନଥିବାରୁ ରାଜ୍ୟରେ ପାରଦରେ ପ୍ରାୟ ୨ଡିଗ୍ରୀ ବୃଦ୍ଧି ଘଟିବ । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ଘଂଟା ଭିତରେ ଉତ୍ତର ଓଡିଶାର କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ