Masthead

ବଢୁଛି ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କିଛି ଦିନ ପରେ ରାଜ୍ୟରେ ପୁଣି ବଢିଛି ତାତି । ଅନେକ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ରେକର୍ଡ ହୋଇଛି । ୧୫ ଦିନର ବ୍ୟବଧାନ ପରେ ରାଜଧାନୀରେ ପୁଣି ଥରେ ତାପମାତ୍ରା ୪୦ଡିଗ୍ରୀ ଛୁଇଁଛି । ରବିବାର ଭୁବନେଶ୍ୱର ଓ ବାରିପଦା ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି ।

ଏଥିସହ କଟକ, ଅନୁଗୁଳ, ମାଲକାନାଗିରି ଓ ବୈଦ୍ଧରେ ତାପମାତ୍ରା ୩୯ଡିଗ୍ରୀ ଅତିକ୍ରମ କରିଛି । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ନଥିବାରୁ ରାଜ୍ୟରେ ପାରଦରେ ପ୍ରାୟ ୨ଡିଗ୍ରୀ ବୃଦ୍ଧି ଘଟିବ । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ଘଂଟା ଭିତରେ ଉତ୍ତର ଓଡିଶାର କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ