Masthead

ଆସନ୍ତା ୯ ତାରିଖରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୯ ତାରିଖରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରିକରିଛି ପାଣିପାଗ କେନ୍ଦ୍ର ।

ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି କାଲି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ୯ ତାରିଖରେ ୮ ଜିଲ୍ଲା ଏବଂ ୧୦ ତାରିଖରେ ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ