Masthead

ଆସନ୍ତା ୯ ତାରିଖରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୯ ତାରିଖରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଘୂର୍ଣ୍ଣିବଳୟ । ଉପକୂଳ ଓଡ଼ିଶା ସମେତ ଦକ୍ଷିଣ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରିକରିଛି ପାଣିପାଗ କେନ୍ଦ୍ର ।

ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି କାଲି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଥିବା ବେଳେ ୯ ତାରିଖରେ ୮ ଜିଲ୍ଲା ଏବଂ ୧୦ ତାରିଖରେ ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ