Masthead

ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେବାର ଦେଖାଦେଇଛି । ଆଜି ୧୨ଟି ଜିଲ୍ଳାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବରଗଡ, ସୋନପୁର, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର , ଢେଙ୍କାନାଳ, ଓ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବାନା ରହିଛି । ଏହିସବୁ ଜିଲ୍ଲାକୁ ୟୋଲୋୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା