Masthead

ବେହାଲ ଗଞ୍ଜାମ, ପୁରୁଷୋତ୍ତମପୁରଠାରେ ବିପଦ ସଙ୍କେତ ଛୁଇଁଛି ଋଷିକୁଲ୍ୟା

ପୁରୁଷୋତ୍ତମପୁର, ( ବଡ଼ ଖବର ବ୍ୟୁରୋ) : ଲଗାଣ ବର୍ଷାରେ ବେହାଲ ଗଞ୍ଜାମ । ଜିଲ୍ଲାର ବିଭିନ୍ନ ସ୍ଥାନରେ ପାହଡ ଧସି ରାସ୍ତାବନ୍ଦ ହେବା ସହ ଘର ମଧ୍ୟ ଭୁଶୁଡି ପଡିଛି । ରସ୍ତାରେ ମଧ୍ୟ ପାଣି ଚାଲୁଚି । ପୁରୁଷୋତ୍ତମପୁରଠାରେ ବିପଦ ସଙ୍କେତ ଛୁଇଁଛି ଋଷିକୁଲ୍ୟା ନଦୀ । ଫଳରେ ତଳିଆ ଅଞ୍ଚଳରେ ବନ୍ୟା ଆଶଂଙ୍କା ରହିଛି । ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବନ୍ୟାଜଳ ମାଡି ବ୍ଲକର ବିଭନ୍ନ ସ୍ଥାନରେ ଚାଷଜମି କ୍ଷତିଗ୍ରସ୍ଥ ହୋଇଛି । ଆଜି ସକାଳୁ ବର୍ଷାର ପରିମାଣ କମିଥିବା ବେଳେ ଜଳସ୍ତର କିନ୍ତୁ କମି ନାହିଁ । ଯାହାକୁ ନେଇ ତଳିଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା