Masthead

CID ଅଫିସରେ ହାଜର ହେଲେନି ଶୁଭେନ୍ଦୁ

କୋଲକାତା(ବଡ଼ ଖବର ବ୍ୟୁରୋ): ଅଙ୍ଗରକ୍ଷୀଙ୍କ ମୃତ୍ୟୁ ମାମଲାରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଆଜି ସିଆଇଡି ଅଫିସରେ ହାଜର ହୋଇଥାନ୍ତେ । ହେଲେ ଶୁଭେନ୍ଦୁ ସିଆଇଡି ଅଫିସରେ ହାଜର ହୋଇନଥିବାର ସୂଚନା ମିଳିଛି । ନିଜର ରାଜନୈତିକ କାର୍ଯ୍ୟକଳାପକୁ ଦର୍ଶାଇ ସିଆଇଡି ଅଫିସରେ ହାଜର ହେବା ସମ୍ଭବ ନୁହେଁ ବୋଲି ଶୁଭେନ୍ଦୁ କହିଛନ୍ତି ।

ଏନେଇ ସକାଳ ପ୍ରାୟ ୯.୩୦ ସମୟରେ ଶୁଭେନ୍ଦୁ ଏକ ମେଲ କରିଥିଲେ । ଏହା ପରେ ସିଆଇଡି ଶୁଭେନ୍ଦୁଙ୍କ ପାଇଁ ପରବର୍ତ୍ତୀ ତାରିଖ ରଖିଥିବାର ସୂଚନା ମିଳଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି