CID ଅଫିସରେ ହାଜର ହେଲେନି ଶୁଭେନ୍ଦୁ

କୋଲକାତା(ବଡ଼ ଖବର ବ୍ୟୁରୋ): ଅଙ୍ଗରକ୍ଷୀଙ୍କ ମୃତ୍ୟୁ ମାମଲାରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଆଜି ସିଆଇଡି ଅଫିସରେ ହାଜର ହୋଇଥାନ୍ତେ । ହେଲେ ଶୁଭେନ୍ଦୁ ସିଆଇଡି ଅଫିସରେ ହାଜର ହୋଇନଥିବାର ସୂଚନା ମିଳିଛି । ନିଜର ରାଜନୈତିକ କାର୍ଯ୍ୟକଳାପକୁ ଦର୍ଶାଇ ସିଆଇଡି ଅଫିସରେ ହାଜର ହେବା ସମ୍ଭବ ନୁହେଁ ବୋଲି ଶୁଭେନ୍ଦୁ କହିଛନ୍ତି ।

ଏନେଇ ସକାଳ ପ୍ରାୟ ୯.୩୦ ସମୟରେ ଶୁଭେନ୍ଦୁ ଏକ ମେଲ କରିଥିଲେ । ଏହା ପରେ ସିଆଇଡି ଶୁଭେନ୍ଦୁଙ୍କ ପାଇଁ ପରବର୍ତ୍ତୀ ତାରିଖ ରଖିଥିବାର ସୂଚନା ମିଳଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ