ନେପାଳରେ ହେଲିକପ୍ଟର ନିଖୋଜ, ଯୋଗାଯୋଗ ପାଇଁ ଚାଲିଛି ଉଦ୍ୟମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୬ ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିଥିବା ଏକ ବିମାନ ନିଖୋଜ ହୋଇଯାଇଛି । ମୋଟ ୬ ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ବିଦେଶୀ ନାଗରିକ ଥିଲେ । ହେଲିକପ୍ଟରଟି କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିବା ବେଳେ ତାହା ରାଡାରରୁ ଅଦୃଶ୍ୟ ହୋଇଯାଇଥିବା ରିପୋର୍ଟରୁ ଜଣାପଡ଼ିଛି ।

ସୂଚନା ମୁତାବକ, ୬ ଜଣଙ୍କୁ ନେଇ ଯାତ୍ରା କରୁଥିବା ବିମାନଟି ମାଉଣ୍ଟ ଏଭରେଷ୍ଟ ନିକଟରେ ନିଖୋଜ ହୋଇଯାଇଥିଲା । ହେଲିକପ୍ଟର ସହ ସମ୍ପର୍କ ଛିନ୍ନ ହୋଇଛି । ଏବେ ବି ଠାବ କରିବାକୁ ଉଦ୍ୟମ ଚାଲିଛି । ଏ ପର୍ଯ୍ୟନ୍ତ ଯୋଗାଯୋଗ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ